Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଉଦଳାରେ ନୂତନ ଭାବେ ସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟର ନିରୀକ୍ଷଣ କଲେ ଜିଲ୍ଲାପାଳ ଓ ଏସପି
Baripada M, Mayurbhanj | Aug 25, 2025
ସୋମବାର ଅପରାହ୍ନ ପ୍ରାୟ ୪ଟାରେ ଜିଲ୍ଲାପାଳ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି ଉଦଳା ଠାରେ ନୂତନ ଭାବେ ସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ନିରୀକ୍ଷଣ କରିଛନ୍ତି। ଏଥି ସହିତ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ନେଇ ସୂଚନା ମିଳିଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!