Install App
bramhananda.bls
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ସହରର ପ୍ରଜାପିତା ବ୍ରହ୍ମ କୁମାରୀ ଇଶ୍ୱରୀୟ ବିଦ୍ୟାଳୟରେ ରକ୍ତଦାନ ଶିବିରର ଉଦଘାଟନ କଲେ ସଦର ବିଧାୟକ
Baleshwar M, Balasore | Aug 24, 2025
ରବିବାର ବାଲେଶ୍ଵର ସହରର ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଦ୍ୟାଳୟ ପକ୍ଷରୁ ଏକ ରକ୍ତଦାନ ଶିବିର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଦିନ ୧୧ ଟା ସମୟରେ ବାଲେଶ୍ଵର ସଦର ବିଧାୟକ ମାନସ କୁମାର ଦତ୍ତ ଯୋଗଦେଇ ଶିବିରକୁ ଆନୁଷ୍ଠାନିକ ଉଦଘାଟନ କରି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!