This browser does not support the video element.
ଢେଙ୍କାନାଳ ସଦର: ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଳକ ଠାରେ ଆଜି ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ
Dhenkanal Sadar, Dhenkanal | Sep 12, 2025
ଢେଙ୍କାନାଳ ଜିଲ୍ଲା ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଆଜି ତା ୧୨।୯ ରିଖ ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ଗଁଦିଆ ବ୍ଲକ ସଭାଗୃହ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଭିନ୍ନକ୍ଷମ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା କରିଛନ୍ତି । ଏହି ଯୋଜନା ମାଧ୍ୟମରେ ସେମାନଙ୍କୁ ସହାୟତା ପ୍ରଦାନ କରାଯାଉଛି। ଗଁଦିଆ ବ୍ଲକର ୨୯ଟି ପଞ୍ଚାୟତରୁ ବିଭିନ୍ନ ସ୍ଥାନରୁ ଭିନ୍ନକ୍ଷମ ମାନଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ସାର୍ଟିଫିକେଟ ପାଇଁ ଆ