This browser does not support the video element.
ଯାଜପୁର: ଯାଜପୁର ରୋଡ ସ୍ୱାସ୍ଥ୍ୟକେନ୍ଦ୍ରରେ ନୂତନ ଡିଜିର ଶୁଭାରମ୍ଭ କଲେ ବିଧାୟକ ଓ ଜିଲ୍ଲାପାଳ
Jajapur, Jajpur | Aug 26, 2025
ଯାଜପୁର ରୋଡ ସ୍ୱାସ୍ଥ୍ୟକେନ୍ଦ୍ରରେ ନୂତନ ଡିଜିର ଶୁଭାରମ୍ଭ କଲେ ବିଧାୟକ ଓ ଜିଲ୍ଲାପାଳ l ଗତ କିଛିଦିନ ହେବ ସ୍ୱାସ୍ଥ୍ୟକେନ୍ଦ୍ରରୁ ଲାଇନ ଚାଲି ଗଲେ ରୋଗୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ରୋଗୀ ମାନେ ଅଭିଯୋଗ କରୁଥିଲେ l ଏହି ଅଭିଯୋଗକୁ ଆଧାର କରି ଆଜି ଅତିରିକ୍ତ ଜିଲ୍ଲାପାଳ ସପନ କୁମାର ନନ୍ଦଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ବିଦ୍ୟୁତ ସମସ୍ୟା ଦୂର କରିବା ପାଇଁ ଡିଜି ଲଗା ଯାଇଛି l ଏହି କାର୍ଯ୍ୟକ୍ରମରେ ବିଧାୟକ ଆକାଶ ଦାସନାୟକ ଓ ଜିଲ୍ଲାପାଳ ଅମ୍ବର କୁମାର କର ଅତିଥିଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ l