This browser does not support the video element.
ସଦର: କଳାହାଣ୍ଡି ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଗୁଡିକରେ ଚଳିତ ବର୍ଷ ୨୦୨୫ ର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କଳାହାଣ୍ଡି ରେ ଅନୁଷ୍ଠିତ
Sadar, Kalahandi | Sep 13, 2025
କଳାହାଣ୍ଡି ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଗୁଡିକରେ ଚଳିତ ବର୍ଷ ୨୦୨୫ ର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆଜି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧୁକରଣ ଅଧ୍ୟକ୍ଷ, ଶ୍ରୀ ଅନୁପ ରଞନ ପଟ୍ଟନାୟକ ଓ ସଚିବ ଜିଲ୍ଲା ଆଇନ ସେବା ପ୍ରାକରଣ ସ୍ନିଗଧା ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ବିଭିନ୍ନ ଅଦାଲତରେ ୨୦ ଟି ମୋଟର ଦୁର୍ଘଟଣା ଜନିତ ମାମଲାର ଫଇସଲା କରାଯାଇ କ୍ଷତିପୂରଣ ଦିଆଯାଇଥିଲ lଏବଂ 1841 ଟି ମାମଲା ଫଇସଲା ହୋଇଥିଲା