Install App
sushantpattnayak1983
This browser does not support the video element.
ଛତ୍ରପୁର: ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି ସମ୍ଭାବନାକୁ ନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Chhatrapur, Ganjam | Aug 30, 2025
ଗଞ୍ଜାମ ଜିଲ୍ଲାରେ ଆସନ୍ତା ୨ ଦିନ ବିଜୁଳି ଘଡଘଡି ସହ ଝଟକାପବନ, ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।ଶନିବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି ।ଏନେଇ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!