This browser does not support the video element.
କଣ୍ଟାବାଞ୍ଜି: ସିନ୍ଧେକେଲା କୁ ଏନ୍ଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା
Kantabanji, Balangir | Sep 12, 2025
ବଙ୍ଗୋମୁଣ୍ଡା ବ୍ଳକର ସିନ୍ଧେକେଲାକୁ ଏନଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।ସିନ୍ଧେକେଲା ନାଗରିକ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।। ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ।ବନ୍ଦ ଡାକରା ଯୋଗୁଁ ଦୋକାନ ବଜାର, ଗାଡି ଚଳାଚଳ, ସ୍କୁଲ,କଲେଜ,ସରକାରୀ, ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି ।