This browser does not support the video element.
ଅନୁଗୋଳ: ଛେଣ୍ଡିପଦାରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ଜନ୍ମ ଜୟନ୍ତୀ ପାଳିତ
Anugul, Angul | Aug 25, 2025
ଓଡ଼ିଆ ଭାଷା ସାହିତ୍ୟର ଅନ୍ୟତମ କାଳଜୟୀ ସ୍ରଷ୍ଟା, ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ପୁଣ୍ୟ ଜନ୍ମ ଜୟନ୍ତୀ ଅବସରରେ ଯୋଗ ଦେଇ ତାଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା। କାଳଜୟୀ ସ୍ରଷ୍ଟା ରାଧାମୋହନ ଗଡ଼ନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ଅନୁଗୋଳ ଜିଲ୍ଲା ସାରସ୍ୱତ ସାହିତ୍ୟ ସଂସଦ ପକ୍ଷରୁ ଛେଣ୍ଡିପଦା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜକୁ ଗୌରବନ୍ଵିତ ମନେ କରିଚନ୍ତି।