Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନୟାପଲ୍ଲୀ ଥାନା ଆଇଡି ମାର୍କେଟରେ ଲେଡି ନିଶା ମାଫିଆଙ୍କ ଘରେ ବୁଲିଲା ବୁଲଡୋଜର
Bhubaneswar M Corp, Khordha | Sep 9, 2025
ସାବାଡ୍ ହେବେ ନିଶା ମାଫିଆ । ଲେଡି ନିଶା ମାଫିଆଙ୍କ ଘରେ ବୁଲିଲା ବୁଲଡୋଜର । ରାଜଧାନୀରେ ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର । ଚାରି ଚାରି ଥର ଗିରଫ ପରେ ମଧ୍ୟ ଚେତୁନଥିବାରୁ ଭାଙ୍ଗିଲା ଘର । ନୟାପଲ୍ଲୀ ଥାନା ଆଇଡି ମାର୍କେଟରେ ଭାଙ୍ଗିଲା ନିଶା ମାଫିଆଙ୍କ ଘର । ପୂର୍ବରୁ ଘରେ ଲଟକା ଲାଗିଥିଲା । ଅଭିଯୁକ୍ତ ମହିଳାଙ୍କୁ ଗିରଫ ମଧ୍ୟ କରାଯାଇଥିଲା ।
Share
Read More News
T & C
Privacy Policy
Contact Us
Your browser does not support JavaScript!