This browser does not support the video element.
ଧର୍ମଶାଳା: ଜାରକା ସ୍ଥିତ ଧର୍ମଶାଳା ମହାବିଦ୍ୟାଳୟ ଠାରେ ଶୁଭ ସକାଳର ଦଶମ ବାର୍ଷିକ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
Dharmasala, Jajpur | Nov 24, 2024
ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ଶୁଭ ସକାଳର ଦଶମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଯୋଗଦେଇଥିବା ବେଳେ ଶିଶୁ ସାହିତ୍ୟ ସ୍ରଷ୍ଟା ଯୁଗଳ କିଶୋର ଷଡ଼ଙ୍ଗୀ, ଡାକ୍ତର ମଂଜୁବାଳା ପଣ୍ଡା ଅତିଥି ଭାବେ ଯୋଗଦେଇଥିଲେ। ସଭାପତି ଡ଼ ରାଜ୍ କିଶୋର ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ପୁସ୍ତକ ଲୋକାର୍ପଣ ସହ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଉତ୍ସବରେ ବହୁ କବି ସାହିତ୍ୟିକ ଓ ବୁଦ୍ଧିଜୀବୀ ଯୋଗଦେଇଥିଲେ।