Download Now Banner

This browser does not support the video element.

କୋରାପୁଟ ସହର: କୋରାପୁଟ ପଞ୍ଚାୟତ ସାଧନା କେନ୍ଦ୍ରରେ କୋଟପାଡ଼ ବ୍ଳକର ଗୋଷ୍ଠୀ ଭିତ୍ତିକ ଜଳ ପରିଚାଳନା ସଂକ୍ରାନ୍ତିୟ ପ୍ରଶିକ୍ଷଣ ଶିବିର

Koraput Town, Koraput | Sep 11, 2025
କୋରାପୁଟ ପଞ୍ଚାୟତ ସାଧନା କେନ୍ଦ୍ରରେ ଗୁରୁବାର ଦିନ ୧୨ ଠାରୁ ଅପରାହ୍ନ ୪ଟା ସମୟ ପର୍ଯ୍ୟନ୍ତ ଗୋଷ୍ଠୀ ଭିତ୍ତିକ ଜଳ ପରିଚାଳନା ସଂକ୍ରାନ୍ତିୟ ଏକ ଦିବସୀୟ ବ୍ଳକ୍ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶିବିରରେ କୋଟପାଡ଼ ବ୍ଳକ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଦିନିକିଆ ପ୍ରଶିକ୍ଷଣ ଦିଆ ଯାଇଥିବା ଜଣାପଡିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ତାଲିମ୍ ଆସନ୍ତା ଦିନରେ ବ୍ଳକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟକାରୀତା କରାଯିବ ବୋଲି ସୂଚନା ମିଳିଛି।
Read More News
T & CPrivacy PolicyContact Us