Download Now Banner

This browser does not support the video element.

ରେଢାଖୋଲ: ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ପଞ୍ଚାୟତ ସମିତି ସାଧାରଣ ବୈଠକ ଅନୁଷ୍ଠିତ

Rairakhol, Sambalpur | Sep 2, 2025
ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଳକ କାର୍ଯ୍ୟାଳୟର ସଭାଗୃହରେ ମଙ୍ଗଳବାର ସକାଳେ ପଞ୍ଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ସଭାପତିରେ ଆୟୋଜିତ ଏହି ବୈଠକରେ ରେଢ଼ାଖୋଲ ବ୍ଳକ ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ବୈଠକରେ ବିଡ଼ିଓ ରାଜେନ୍ଦ୍ର ପ୍ରସାଦ ସେନାପତି , ବ୍ଳକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ , ଜିଲ୍ଲା ପରିଷଦ ସଭ୍ୟ ଶରତ ପ୍ରଧାନ ଙ୍କ ସମେତ ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ମାନେ ଯୋଗଦେଇଥିଲେ ।
Read More News
T & CPrivacy PolicyContact Us