Install App
boudhtahasilkhabar
This browser does not support the video element.
ବୌଦ୍ଧ ସଦର: ବାଉଁଶୁଣି ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ଓ ସଶକ୍ତ ପରିବାର ଅଭିଯାନ ଶିବିର, ଯୋଗ ଦେଲେ ବ୍ଳକ୍ ଅଧ୍ୟକ୍ଷ
Baudh Sadar, Boudh (Bauda) | Sep 18, 2025
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ଙ୍କ ଆନୁକୁଲ୍ୟରେ ବୌଦ୍ଧ ବ୍ଳକ୍ ବାଉଁଶୁଣି ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ଓ ସଶକ୍ତ ପରିବାର ଅଭିଯାନ ଶିବିର ଶୁଭାରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ବୌଦ୍ଧ ବ୍ଳକ୍ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଯୋଗ ଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ
Share
Read More News
T & C
Privacy Policy
Contact Us
Your browser does not support JavaScript!