Download Now Banner

This browser does not support the video element.

ଝାରସୁଗୁଡା: ଆଜି ଝାରସୁଗୁଡା ବିର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ କେନ୍ଦ୍ରୀ ଶିକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି

Jharsuguda, Jharsuguda | Sep 12, 2025
ଆଜି ଝାରସୁଗୁଡା ବିର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ କେନ୍ଦ୍ରୀ ଶିକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ଆଜି ଶୁକ୍ରବାର ଅପରାହ୍ନ ପ୍ରାୟ ୪ ଟା ୩୦ ରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଂଚିଥିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ l ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଙ୍କ ସହ ବିଜେପି କାର୍ଯ୍ୟକର୍ତ୍ତା ଏବଂ ସ୍ଥାନୀୟ ଲୋକେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ପହଞ୍ଚି ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଉପଢୌକନ ଏବଂ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି l
Read More News
T & CPrivacy PolicyContact Us