Download Now Banner

This browser does not support the video element.

ପୋଡିଆ: ପଡିଆ ଓ କାଲିମେଳା ବ୍ଲକର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଥିବା ଦେଖିବାକୁ ମିଳିଥିଲା

Podia, Malkangiri | Aug 31, 2025
ମାଲକାନଗିରି ଜିଲ୍ଲା ପଡିଆ ଓ କାଲିମେଳା ବ୍ଲକର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମ ରେଡିଓ ମାଧ୍ୟମରେ ଶୁଣୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଅବସରରେ ଗାଆଁ ଗାଆଁ ରେ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଭାବ ଦେଖିବାକୁ ମିଳିଛି।
Read More News
T & CPrivacy PolicyContact Us