Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଜିଲ୍ଲା ପ୍ରଶାସନ ପକ୍ଷରୁ ହବିଷ୍ୟାଳି ଯୋଜନା ନେଇ ସର୍କିଟ ହାଉସ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l

Puri M, Puri | Sep 12, 2025
ଚଳିତ ବର୍ଷ ର ହବିଷ ବ୍ରତ ଅକ୍ଟୋବର ମାସ ୭ ତାରିଖ ରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ।କେବଳ ଅନଲାଇନ ମାଧ୍ୟମରେ ପଞିକରଣ କରାଯିବ। ହବିଷ୍ୟାଳୀ ମା ମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳ ରେ ରଖାଯିବ ବୋଲି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ସୂଚନା ଦେଇଛନ୍ତି। ଆଜି ପୂର୍ବାହ୍ନ 11ଟା ରେ ସର୍କିଟ ହାଉସ ଠାରେ ହବିଷ ବ୍ରତ କାର୍ଯ୍ୟ ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।
Read More News
T & CPrivacy PolicyContact Us