This browser does not support the video element.
ଝାରସୁଗୁଡା: ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟରେ ଝାରସୁଗୁଡା ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀଚିକିତ୍ସା କାର୍ଯ୍ୟାଳୟର ସମୀକ୍ଷା ବୈଠକ ଅନୁଷ୍ଠିତ
Jharsuguda, Jharsuguda | Aug 30, 2025
ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାଣଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଝାରସୁଗୁଡା ଜିଲ୍ଲା ମତ୍ସ୍ୟ କାର୍ଯ୍ୟାଳୟ ଏବଂ ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ତେବେ ଆଜି ଦିନ ଚାରିଟା ସମୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ମତ୍ସ୍ୟ କାର୍ଯ୍ୟାଳୟ ଏବଂ ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀଗଣ ଉପସ୍ଥିତ ରହିଥିଲେ। ଏହି ବୈଠକରେ ଉଭୟ ବିଭାଗର ପ୍ରମୁଖ ଯୋଜନାଗୁଡ଼ିକର ସମୀକ୍ଷା କରିବା ସହ ଯୋଜନା ସମୂହର ସୁଫଳ ହିତାଧିକାରୀମାନଙ୍କ ପାଖରେ ପହଞ୍ଚାଇବା ଦିଗରେ ସମୟୋଚିତ ପଦକ୍ଷେପ