Download Now Banner

This browser does not support the video element.

ଜଗତସିଂହପୁର: ନିଖିଳ ଉତ୍କଳ ବିଦ୍ୟୁତ ମହାସଂଘ ଜିଲ୍ଲା ଶାଖା ପକ୍ଷରୁ ୬ଦଫା ଦାବିନେଇ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

Jagatsinghapur, Jagatsinghpur | Sep 9, 2025
ନିଖିଳ ଉତ୍କଳ ବିଦ୍ୟୁତ ମଜଦୂର ମହାସଂଘ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ଓ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶକ୍ତିମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ । ୬ ଦଫା ଦାବିନେଇ ଆଜି ମଧ୍ୟାହ୍ନ ୧୨ ଟା ସମୟରେ ଶତାଧିକ କର୍ମଚାରୀ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ନିକଟକୁ ଯାଇଥିଲେ । ପରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରଶକ୍ତିମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ଦେଇଥିଲେ ।
Read More News
T & CPrivacy PolicyContact Us