Download Now Banner

This browser does not support the video element.

ଛତ୍ରପୁର: ରମ୍ଭା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ବିଜେପି ରାଜ୍ୟ ଉପସଭାପତି

Chhatrapur, Ganjam | Sep 6, 2025
ଗଞ୍ଜାମ ଜିଲ୍ଲା ରମ୍ଭା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିଛନ୍ତି ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ।ଶନିବାର ପୂର୍ବାହ୍ନରେ ଶ୍ରୀ ମହାପାତ୍ର ରମ୍ଭା ଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ଯ ସ୍ବାଗତ ସମ୍ବର୍ଦ୍ଧନା ଦେଇଛନ୍ତି ବିଜେପି ନେତା ଓ କର୍ମକର୍ତ୍ତା ।ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମଧ୍ୟ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us