Install App
updatesnews30056
This browser does not support the video element.
ପୁରୀ ମ୍ୟୁନିସିପାଲଟି: ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କଲେ ମୁଖ୍ୟମନ୍ତ୍ରୀ
Puri M, Puri | Aug 7, 2025
ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ବର୍ଷା ସତ୍ତ୍ୱେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ।ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଵାଗତ । ଆଜି ସନ୍ଧ୍ୟା 6 ସମୟରେ ଶ୍ରୀ ମନ୍ଦିର ରେ ମହାପ୍ରଭୁ ଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l
Share
Read More News
T & C
Privacy Policy
Contact Us
Your browser does not support JavaScript!