Download Now Banner

This browser does not support the video element.

ଓରିଏଣ୍ଟ: ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଡିଏମଏଫ ହଲ ରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ କରାଯାଇଛି

Orient, Jharsuguda | Sep 8, 2025
ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଡିଏମଏଫ ହଲ ରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ କରାଯାଇଛି l ଆଜି ସୋମବାର ପୂର୍ବାହ୍ନ ୧୧ଟା ରୁ ଅପରାହ୍ନ ୧୨ ଟା ୩୦ ଟା ଯାଏଁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଝାରସୁଗୁଡା ଅତିରିକ୍ତ ଜିଲ୍ଲାପାଳ, ଝାରସୁଗୁଡା ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ସହ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ l ୟୁନେସ୍କୋ ଦ୍ବାରା ପ୍ରତି ବର୍ଷ ସେପ୍ଟେମ୍ବର ୮ ତାରିଖ କୁ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ରୂପେ ପାଳନ କରାଯାଏ।
Read More News
T & CPrivacy PolicyContact Us