This browser does not support the video element.
ସଦର: କଳାହାଣ୍ଡି ର ସ୍ଥାନୀୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ଦିନିଆ ମାଗଣା ସ୍ୱାସ୍ଥ୍ୟ ଶିବିର, ଯୋଗଦେଲେ ଜିଲ୍ଲାପାଳ
Sadar, Kalahandi | Sep 7, 2025
କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ନୂତନ ପରିକଳ୍ପନା ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା ଙ୍କ ଅଭିନବ ପ୍ରୟାସ ରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ବିଭାଗ ର ମିଳିତ ଆନୁକୂଲ୍ୟରେ ଜିଲ୍ଲାରେ ପ୍ରଥମ ଥର କରି ସରକାରୀ କର୍ମଚାରୀ ମାନଙ୍କ ପାଇଁ ଏକ ଦିନିକିଆ ମାଗଣା ସ୍ବାସ୍ଥ୍ୟ ଶିବିର ସ୍ଥାନୀୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଅନୁଷ୍ଠିତ ହୋଇଥିଲା। ଆଜି ଜଣାଯାଇଛି