Download Now Banner

This browser does not support the video element.

ଭଞ୍ଜନଗର: ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ପରିଷରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

Bhanjanagar, Ganjam | Aug 21, 2025
ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ପରିଷରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିର ଅ।ମ ପୋଲିସ ସମିତି ଦ୍ଵାରା ଅନୁଷ୍ଠିତ ହୋଇଯାଇଥିବା ବେଳେ ଏହା ଅ।ଜି ଦିନ 3 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରକୁ ଜଗନ୍ନାଥପ୍ରସାଦ ଥାନା ଅଧିକାରୀ ବିଧିବଦ୍ଧ ଭାବରେ ଉଦଘାଟନ କରିଥିବା ବେଳେ ଜଗନ୍ନାଥପ୍ରସାଦ ତଥା ଅ।ଖପାଖ ଅଂଚଳର ବହୁ ଯୁବକ ମାନେ କାର୍ଯ୍ୟକ୍ରମରେ ଯୋଗ ଦେଇ ରକ୍ତଦାନ କରିଥିଲେ । ଏଥିସହ ଜଗନ୍ନାଥପ୍ରସାଦ ମହାବିଦ୍ୟାଳୟର ଛାତ୍ର ମାନେ ମଧ୍ୟ ରକ୍ତଦାନ ଶିବିରରେ ଯୋଗଦେଇ ରକ୍ତଦାନ କରିଥିବାର ସୂଚନା ମିଳିଛି ।
Read More News
T & CPrivacy PolicyContact Us