Download Now Banner

This browser does not support the video element.

ନୂଆପଡା: ନୂଆପଡ଼ା ଅଦାଲତ ଠାରେ ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତର ସଫଳ ସମ୍ପାଦନା ପାଇଁ ପ୍ରସ୍ତୁତି ବୈଠକ

Nuapada, Nuapada | Aug 22, 2025
ଅତିରିକ୍ତ ଜିଲ୍ଲାଜଜ ସୁନୀଲ କୁମାର ଦାସଙ୍କ ଅଧ୍ୟକ୍ଷତାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତର ସଫଳ ସମ୍ପାଦନା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ୨ ଟା ଯାଏଁ ଆୟୋଜିତ ହୋଇଯାଇଛି । ବୈଠକରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ନବନୀତା ଦାଶ, ଦେୱାନି ଜଜ୍ ସୂର୍ଯ୍ୟକାନ୍ତ ଆଚାର୍ଯ୍ଯ, ମହିଳା କୋର୍ଟ ଜଜ୍ ସରୋଜିନୀ ସାହୁ, ରେଜିଷ୍ଟ୍ରାର ସୌଭାଗ୍ଯ ରଞ୍ଜନ ପ୍ରଧାନ, ଅତିରିକ୍ତ ତହସିଲଦାର ଦିଲିପ କୁମାର ପାତ୍ର, ଓକିଲ ତ୍ରୀଲୋକଚନ୍ଦ ସୋନୀ, ଜିଲ୍ଲା ଓକିଲ ସଂଘ ସଚିବ ପ୍ୟାରିଲାଲ ଦେୱାଙ୍ଗନ ଯୋଗଦାନ କରି ଆଗାମି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତର ସଫଳ ସମ୍ପାଦନା ପାଇଁ ରୂପରେଖ ପ୍ରସ୍ତୁତ କରିଥିଲେ ।
Read More News
T & CPrivacy PolicyContact Us