Download Now Banner

This browser does not support the video element.

ନୂଆପଡା: କାଦୋମେରୀରେ ପ୍ରବାସୀ ଶ୍ରମିକ ସଚେତନତା ସଭା, ବର୍ତ୍ତନ ବ୍ୟାଙ୍କ ଉଦଘାଟିତ

Nuapada, Nuapada | Sep 1, 2025
ନୂଆପଡ଼ା ବ୍ଲକ୍ କାଦୋମେରୀ ଗ୍ରାମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଆଜି ୪ ଟାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,ଉପଜିଲ୍ଲାପାଳ ସୁର୍ମି ସୋରେନ, ସିଡିଏମଓ ଧନେଶ୍ୱର ସେଠୀ, ବ୍ଲକ ଅଧ୍ୟକ୍ଷା ତାରେଶ୍ଵରୀ ସାହୁ, ବିଡ଼ିଓ ରୋହିତ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ । ସଭାରେ ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ଯୋଜନା ସମ୍ବନ୍ଧରେ ଅବଗତ କରି ଦାଦନ ନଯିବାକୁ ପରାମର୍ଶ ଦେଇଥିଲେ।
Read More News
T & CPrivacy PolicyContact Us