Install App
bramhananda.bls
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଜଳେଶ୍ଵର ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାର କରି ଆସାମୀକୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସ କୋର୍ଟ
Baleshwar M, Balasore | Sep 8, 2025
ଜଳେଶ୍ଵର ଥାନା ଅଞ୍ଚଳର ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଆଜି ଅପରାହ୍ନ ୪ଟାରେ ବାଲେଶ୍ୱର ସ୍ୱତନ୍ତ୍ର ପୋକସୋ କୋର୍ଟ ଜଜ ଇନ୍ଦିରା ପ୍ରିୟଦର୍ଶିନୀ ଅଭିଯୁକ୍ତ ସାର୍ଥକ ସିଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି l ତାଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିବ ସହ ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ପ୍ରକାଶ କରିଛନ୍ତି।ସୂଚନା ଥାଉକି,ଗତ ୨୦୧୨ ଜୁନ ଦୁଇ ତାରିଖ ଜଳେଶ୍ୱର ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅଭିଯୁକ୍ତ ସାର୍ଥକ ତାଙ୍କୁ ଅପହରଣ ଓ ଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ ହୋଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!