Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ।

Puri M, Puri | Sep 9, 2025
ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି । ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଏନେଇ ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ।ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ l
Read More News
T & CPrivacy PolicyContact Us