Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସିକ୍କିମରେ ଓଡ଼ିଆ ଯାତ୍ରୀ ଦୁର୍ଘଟଣା ଘଟଣା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ସରକାରୀ ବାସ ଭବନରୁ ଫୋନ ଯୋଗେ ସିକିମ ସରକାରଙ୍କ ସହ କଥା ହୋଇଛନ୍ତି

Bhubaneswar M Corp, Khordha | May 30, 2025
ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାର ଦୁର୍ଘଟଣାଗସ୍ତ ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।
Read More News
T & CPrivacy PolicyContact Us