This browser does not support the video element.
ପାରଳାଖେମୁଣ୍ଡି: ଭୁବନୀ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
Paralakhemundi, Gajapati | Sep 8, 2025
ଭୁବନୀ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ । ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଭୁବନୀ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା ଓ ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା ଉପସ୍ଥିତ ରହି ଭୁବନୀ ଗ୍ରାମ ପଞ୍ଚାୟତ ସ