This browser does not support the video element.
ଖରିଆର: ଭୋଜପୁର ଗ୍ରାମ ନିକଟରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାରେ ଯୁବକ ଗୁରୁତର
Khariar, Nuapada | Sep 2, 2025
ଖଡ଼ିଆଳ ବ୍ଲକ ଭୋଜପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଆଜି ରାତ୍ର ୬.୩୦ ମିନିଟ୍ ସମୟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଗୁରୁତର ଆହତ ଯୁବକଙ୍କୁ ଆମ୍ବୁଲାନ୍ସ ଯୋଗେ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଥିବା ସୂଚନା ଦେଇଛନ୍ତି।