Download Now Banner

This browser does not support the video element.

କଣ୍ଟାବାଞ୍ଜି: ଶ୍ରୀ ଜଗନ୍ନାଥ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ନୂଆଁଖାଇ ଭେଟଘାଟ ଯୋଗ ଦେଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

Kantabanji, Balangir | Sep 4, 2025
ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହର ର ଜଗନ୍ନାଥ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇଥିଲେ।
Read More News
T & CPrivacy PolicyContact Us