Download Now Banner

This browser does not support the video element.

ନାକଟିଦେଉଳ: ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ପରିସରରେ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ

Naktideul, Sambalpur | Aug 22, 2025
ଭାରତ ସରକାର ଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା. ମନ୍ତ୍ରଣାଳୟ ଅଧିନସ୍ଥ ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଶୁକ୍ରବାର ସକାଳେ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ପରିସରରେ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଧୀର କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ନାକଟିଦେଉଳ ପଞ୍ଚାୟତ ସମିତି ର ଅଧ୍ୟକ୍ଷା ସ୍ଵରୂପା ରାଣୀ ସାହୁ. ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ l
Read More News
T & CPrivacy PolicyContact Us