This browser does not support the video element.
ଅନୁଗୋଳ: ଛେଣ୍ଡିପଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ
Anugul, Angul | Sep 5, 2025
ଗୁରୁଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ପୂର୍ବାହ୍ନ 10 ଘଟିକା ସମୟରେ ଛେଣ୍ଡିପଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଗୁରୁଙ୍କ ଅକ୍ଲାନ୍ତ ପରିଶ୍ରମ, ନିଷ୍ଠାପର ଭାବ, ତ୍ୟାଗ ଏବଂ ମାର୍ଗଦର୍ଶନ ହିଁ ଅନେକଙ୍କ ଜୀବନରେ ପରିବର୍ତ୍ତନ ଆଣିଥାଏ। ଉତ୍ତମ ନାଗରିକ ରୂପେ ଗଢି ତୋଳିବାର ଗୁରୁ ଦାୟିତ୍ୱ ତେଣୁ ଏକ ସୁସ୍ଥ ସମାଜ ଗଠନ କରିବା ଦିଗରେ ଗୁରୁମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ।ଆଜିର ଏହି ପବିତ୍ର ଦିବସରେ ଗୁରୁଙ୍କ ଅ