Install App
bramhananda.bls
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାରେ ଭାରି ବର୍ଷା ପରିସ୍ଥିତି କୁ ନଜର ରଖି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଭିଡିଓ କନଫରେନ୍ସି ମାଧ୍ୟମରେ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ
Baleshwar M, Balasore | Sep 4, 2025
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଅପରାହ୍ନ ୪ଟାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ହୋଇଥିବା ଭାରୀ ବର୍ଷା ପରିସ୍ଥିତିକୁ ନଜରରେ ରଖି ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ସୁଧାକର ନାଏକ,ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ହେମନ୍ତ ସିଂ,ଉପ ଜିଲ୍ଲାପାଳ ଶିବ ମାଲବ୍ୟ,ବାଲେଶ୍ଵର ମ୍ୟୁନିସିପାଲିଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ସମସ୍ତ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!