Install App
khabarjordar
This browser does not support the video element.
ଝାରସୁଗୁଡା: ଆସନ୍ତା ୨୧ଜୁଲାଇରୁ ୨୨ଜୁଲାଇ ପର୍ଯ୍ୟନ୍ତ ଝାରସୁଗୁଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ନେଇପାଣିପାଗ ବିଭାଗ ପକ୍ଷରୁ ସୂଚନା
Jharsuguda, Jharsuguda | Jul 17, 2024
ଆସନ୍ତା ୨୧ଜୁଲାଇରୁ ୨୨ଜୁଲାଇ ପର୍ଯ୍ୟନ୍ତ ଝାରସୁଗୁଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୂଚନାନୁସାରେ ଆସନ୍ତା ୨୧ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ଝାରସୁଗୁଡା ଜିଲ୍ଲାର କିଛିଟା ସ୍ଥାନରେ ୭ରୁ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!