Download Now Banner

This browser does not support the video element.

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସ୍ୱାନ ହଲ୍ ଠାରେ ଆମ ଶାସନ' ପୋର୍ଟାଲର ଶୁଭାରମ୍ଭର ଆଭାସୀ କାର୍ଯ୍ଯକ୍ରମ ଅନୁଷ୍ଠିତ

Malkangiri, Malkangiri | Aug 26, 2025
ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ତରୀୟ 'ଆମ ଶାସନ' ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ମାଲକାନଗିରି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସ୍ୱାନ ହଲ୍ ଠାରେ ମଂଗଳବାର ପୂର୍ବାହ୍ନରେ ଏହାର ଆଭାସୀ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବିଭିନ୍ନ ଯୋଜନାର ହିତାଧିକାରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଥିବା ବେଳେ ବ୍ଲକ ସ୍ତରରେ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us