Download Now Banner

This browser does not support the video element.

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବନ ବିଭାଗ କାର୍ଯ୍ୟାଳୟ ଠାରେ ବୃକ୍ଷ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Bhanjanagar, Ganjam | Sep 5, 2025
ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବନ ବିଭାଗ କାର୍ଯ୍ୟାଳୟ ଠାରେ ବୃକ୍ଷ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷ ବଣ୍ଟନ କାର୍ଯ୍ୟକ୍ରମ ଆଜି ଦିନ 10 ଘଣ୍ଟ ସମୟରେ ହୋଇଥିବା ବେଳେ କାର୍ଯ୍ୟକ୍ରମକୁ ଭଞ୍ଜନଗର ବିଧାୟକ ଉଦଘାଟନ କରିବା ସହ ବୃକ୍ଷ ବଣ୍ଟନ କରିଥିଲେ । କାର୍ଯ୍ୟକ୍ରମ ରେ ଜଗନ୍ନାଥପ୍ରସାଦ ବ୍ଲକ ର ଉପାଧ୍ୟକ୍ଷ ଙ୍କ ସମେତ ବନ ବିଭାଗର ସମସ୍ତ ଅଧିକାରୀ ଯୋଗ ଦେଇଥିଲେ ।।।
Read More News
T & CPrivacy PolicyContact Us