Download Now Banner

This browser does not support the video element.

ସମ୍ବଲପୁର ମ୍ୟୁନିସିପାଲଟି: ସମାଜ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ବାଲିବନ୍ଧା ଠାରେ ଥିବା “ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ରର ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ

Sambalpur M, Sambalpur | Aug 28, 2025
ଆଜି ସମାଜ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ବାଲିବନ୍ଧା ଠାରେ ଥିବା “ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ରର ଉଦ୍ଘାଟନୀ ଅନୁଷ୍ଠିତ ହୋଇଯାଇଛି। ଏହାପରେ ସମ୍ବଲପୁର ର ଲେଡୀ ଲୁଇସ୍ ଗାର୍ଲସ ହାଇସ୍କୁଲ ଠାରେ ସାମାଜିକ ସୁରକ୍ଷା ଅନ୍ତର୍ଗତ ପେନସନ ଓ ଦିବ୍ୟାଙ୍ଗ ମାନଙ୍କୁ ବିଭିନ୍ନ ସହାୟତା ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ବିଭାଗ ଓ ଜିଲ୍ଲା ପ୍ରଶାସନ ର ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି କେନ୍ଦ୍ର ସରକାର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ
Read More News
T & CPrivacy PolicyContact Us