Download Now Banner

This browser does not support the video element.

ଖୋର୍ଦ୍ଧା: ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷରେ ନୂଆ ରାସନ୍ କାର୍ଡ, ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆଦେଶ ପତ୍ର ବଣ୍ଟନ

Khordha, Khordha | Sep 4, 2025
ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଠାରେ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୧୪୭ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ, ୫୫ ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ଓ ୫ ଜଣଙ୍କୁ ଭତ୍ତା ବଣ୍ଟନ କରିଛି।
Read More News
T & CPrivacy PolicyContact Us