Download Now Banner

This browser does not support the video element.

ଜୟପୁର: ଜୟପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ କଲ୍ୟାଣ ସମିତିର ବୈଠକ ଏନେଇ ବିଧାୟକ ତାରା ପ୍ରସାଦ ବାହିନୀପତି ଦେଲେ ସୂଚନା

Jeypore, Koraput | Sep 6, 2025
ଜୟପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଜି ରୋଗୀ କଲ୍ୟାଣ ସମିତିର ବୈଠକ ଦିନ ୧୨ ଟାରେ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ଶେଷ ହୋଇଛି । ଏଠାରେ କୋରାପୁଟ ଏମପି ସପ୍ତଗିରି ଶଙ୍କର ଉଲ୍ଲକା, ଜୟପୁର ବିଧାୟକ ତାରା ପ୍ରସାଦ ବାହିନିପତି, କୋରାପୁଟ ବିଧାୟକ ୍ର ରଘୁ ରାମ ମାଛ, କୋରାପୁଟ ଜିଲାପାଳ ମୋନୋଜ ମହାଜନ, ଉପ ଜିଲାପାଳ ଆକା ବରମ ଶଶ୍ୟା ରେଡ୍ଡି, ଏସଡିପିଓ ପାର୍ଥ କଶ୍ୟପ, ଜିଲା ଚିକିତ୍ସାଧିକାରି ରବିନ୍ଦ୍ର ନାଥ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us