Download Now Banner

This browser does not support the video element.

ଅନୁଗୋଳ: ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ୬୦ତମ ସାଧାରଣ ବୈଠକ ଅନୁଷ୍ଠିତ

Anugul, Angul | Sep 3, 2025
ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପରିଷବର ୬୦ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କବିତା ପ୍ରଧାନ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ । ଏହି ବୈଠକରେ ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ପାଳଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି ,ଆଠମଲ୍ଲିକ ବିଧାୟକ ଶ୍ରୀ ନଳିନୀକାନ୍ତ ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁଡିପ ଗଡନାୟକ, ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ରାଜେନ୍ଦ୍ର ସିଂଙ୍କ ସମେତ
Read More News
T & CPrivacy PolicyContact Us