Download Now Banner

This browser does not support the video element.

ଖୋର୍ଦ୍ଧା: ଖୋର୍ଦ୍ଧା ଜୟୀ ରାଜଗୁରୁ ଟାଉନ ହଲ ଠାରେ ରାଧା ବେଶ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଲେ ସ୍ଥାନୀୟ ବିଧାୟକ

Khordha, Khordha | Aug 30, 2025
ଖୋର୍ଦ୍ଧା ଜୟୀ ରାଜଗୁରୁ ଟାଉନ ହଲ ଠାରେ ଗୌରୀ ସାଂସ୍କୃତିକ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ରାଧା ବେଶ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଲେ ସ୍ଥାନୀୟ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ କାର୍ଯ୍ୟକ୍ରମରେ ଯୋଗଦେବା ସହ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ।
Read More News
T & CPrivacy PolicyContact Us