Download Now Banner

This browser does not support the video element.

ଝାରସୁଗୁଡା: ଲଇକେରା ବ୍ଲକରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Jharsuguda, Jharsuguda | Aug 25, 2025
ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଲକରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି l ଆଜି ସୋମବାର ପୂର୍ବାହ୍ନ ୧୦ ଟା ରୁ ଅପରାହ୍ନ ୧ ଟା ଯାଏଁ ଅନୁଷ୍ଠିତ ଏହି ଶିବିରରେ ୨୦ ଟି ଅଭିଯୋଗ ଆଗତ ହୋଇଥିବାବେଳ ଏହାକୁ ଶୁଣିବା ସହ ଏହାର ସମାଧାନ ପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ l ଏହି ଶିବିରରେ ଉପଜିଲ୍ଲାପାଳ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us