This browser does not support the video element.
ବରଗଡ: ପୌର ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହେଲା ସାଧାରଣ ବୈଠକ, ଯୋଗଦେଲେ ବରଗଡ଼ ବିଧାୟକ
Bargarh, Bargarh (Baragarh) | Aug 25, 2025
ବରଗଡ଼ ପୌର ପରିଷଦର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ସୋମବାର ମଧ୍ୟାହ୍ନ 12 ଘଣ୍ଟା ସମୟରେ ପୌରପରିଷଦ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଉକ୍ତ ବୈଠକରେ ବରଗଡ଼ ବିଧାୟକ ଶ୍ରୀ ଅଶ୍ୱିନୀ ଷଡ଼ଙ୍ଗୀ ଯୋଗଦାନ କରି ବିଭିନ୍ନ ସମସ୍ୟା ଓ ଉନ୍ନତିମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ | ବୈଠକରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ, ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସମସ୍ତ ୱାର୍ଡ ର କାଉନସିଲର ଓ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।