Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ବାଙ୍ଗିରିପୋଷି ଘାଟିରେ ପୁଣି ଟ୍ରକ ଦୁର୍ଘଟଣା ଗ୍ରସ୍ତ; ଡ୍ରାଇଭର ଏବଂ ହେଲପର ସୁରକ୍ଷିତ ନେଇ ସୂଚନା

Baripada M, Mayurbhanj | Sep 5, 2025
ଶୁକ୍ରବାର ସଂଧ୍ୟା ପ୍ରାୟ ୭.୩୦ ଟାରେ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଘାଟିରେ ପୁଣି ଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ନେଇ ସୂଚନା ମିଳିଛି। ତେବେ ଟ୍ରକଟି ରାସ୍ତା ଉପରୁ ପୁରା ତଳକୁ ଖସି ପଡ଼ିଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ତେବେ ଏହି ଦୁର୍ଘଟଣାରେ ଡ୍ରାଇଭର ଏବଂ ହେଲପର ସୁରକ୍ଷିତ ଥିବା ନେଇ ସୂଚନା ମିଳିଥିବା ବେଳେ ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।
Read More News
T & CPrivacy PolicyContact Us