This browser does not support the video element.
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର KSUB କଲେଜ ରେ ଷ୍ଟାର୍ଟ ଅପ ପ୍ରତିଯୋଗିତା 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Bhanjanagar, Ganjam | Sep 4, 2025
ଗଞ୍ଜାମ ଜିଲ୍ଲା ଭଞ୍ଜନଗର KSUB କଲେଜ ରେ ଷ୍ଟାର୍ଟ ଅପ ପ୍ରତିଯୋଗିତା 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବା ବେଳେ କଲେଜ ର ଅଧ୍ୟକ୍ଷ ଏହାକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ କଲେଜ ର ସମସ୍ତ ଛାତ୍ର ଛାତ୍ରୀଙ୍କ ସମେତ କର୍ମଚାରୀ ମାନେ ମଧ୍ଯ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମ ର ସେଶରେ ଛାତ୍ର ଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା ।।।