Install App
sambalpurupdate
This browser does not support the video element.
ସମ୍ବଲପୁର ମ୍ୟୁନିସିପାଲଟି: କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମା ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ମା’ସମଲେଶ୍ୱରୀଙ୍କ ମନ୍ଦିର ପରିସରରେ କଲେ ନବାନ୍ନ ପ୍ରସାଦ ଗ୍ରହଣ
Sambalpur M, Sambalpur | Aug 28, 2025
ଆଜି ଦିନ 2ଟାରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମା ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ମା’ସମଲେଶ୍ୱରୀଙ୍କ ମନ୍ଦିର ପରିସରରେ ମନ୍ତ୍ରୀ @sureshkpujari, ବିଧାୟକ @jnarayanmishra, ଙ୍କ ସହ ‘ନବାନ୍ନ ପ୍ରସାଦ’ ଗ୍ରହଣ କରିବାର ସୌଭାଗ୍ୟ ଲାଭ କରିଥିଲେ। ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଁଖାଇ’ରେ ନବାନ୍ନର ସ୍ୱତନ୍ତ୍ରତା ରହିଛି । ନୂଆଁଖାଇ ସମସ୍ତଙ୍କ ପାଇଁ ଆଶା ଓ ସମ୍ଭାବନା ଆଣିଦେଉ, ଏହା କଲ୍ୟାଣମୟୀ ମା’ ସମଲେଇଙ୍କ ପାଖରେ ପ୍ରାର୍ଥନା ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ l
Share
Read More News
T & C
Privacy Policy
Contact Us
Your browser does not support JavaScript!