Install App
kumarnsantosh300
This browser does not support the video element.
ମାଲକାନଗିରି: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ବିଜୁଳି, ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି
Malkangiri, Malkangiri | Aug 25, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଜି ଅପରାହ୍ନ 1ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ୮ଟା୩୦ ମିନଟ୍ ପର୍ଯ୍ୟନ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହାସହ ଜିଲ୍ଲାରେ 30 ରୁ 40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!