Download Now Banner

This browser does not support the video element.

ମାଲକାନଗିରି: ନୂଆଗୁଡା ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ ଉପକରଣ ତଥା ଯନ୍ତ୍ରାଂଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

Malkangiri, Malkangiri | Sep 8, 2025
ମାଲକାନଗିରି ମାଥିଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁମିତ୍ ବିଶ୍ୱାସ ଙ୍କ ପ୍ରତେକ୍ଷ୍ୟ ତତ୍ତ୍ଵାବଧାନରେ ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଯନ୍ତ୍ରାଂଶ ବଣ୍ଟନ କାର୍ଯ୍ୟକ୍ରମ ନୁଆଗୁଡ଼ା ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ସମଗ୍ର ଶିକ୍ଷା ମାଲକାନଗିରି ଓ ଆଲିମକୋ ଭୁବନେଶ୍ୱର ମିଳିତ ପ୍ରୟାସ ରେ ଆୟୋଜିତ ଏହି ଶିବିରକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁମିତ୍ ବିଶ୍ୱାସ ଉଦ୍ଘାଟନ କରିଥିଲେ। ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ ଯୋଜନା ବିଷୟରେ ମଧ୍ୟ ଏହି ଅବସରରେ ଆଲୋଚନା କରାଯାଇଥିଲା ।
Read More News
T & CPrivacy PolicyContact Us