Download Now Banner

This browser does not support the video element.

ଛତ୍ରପୁର: ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ

Chhatrapur, Ganjam | Sep 3, 2025
ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ବର୍ଷା, ବିଜୁଳି ଘଡଘଡି ସମ୍ଭାବନାକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବୁଧବାର ଅପରାହ୍ନରେ ୨ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ମିଆଁମାର ଉପକୂଳ ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
Read More News
T & CPrivacy PolicyContact Us